Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ସ୍ଥାପନ ହେବ ଭିତ୍ତିପ୍ରସ୍ତର

    Share on :
    ajab-Image
    Date: Jan 12, 2026    Views: 4142

    ଭୁବନେଶ୍ୱର: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଗୋଟିଏ ସ୍ଥାନରେ ଲୋକସେବା ଭବନ ଓ ନୂଆ ବିଧାନସଭା ରହିବ। ୭୧ ଏକର ଜମିରେ ଏହା ନିର୍ମାଣ ହେବାକୁ ଥିବାବେଳେ ଏଥିନିମନ୍ତେ ୩୬୨୩ କୋଟି ଟଙ୍କା ଖର୍ଚ୍ଚ ହେବ। ଏନେଇ ମାଷ୍ଟରପ୍ଲାନ୍‌ ଅନୁମୋଦନ ହୋଇଛି। ଲୋକସେବା ଭବନରେ ଭୂତଳ ପାର୍କିଂ ବି କରାଯିବ।

    Maximum 500 characters

    ତାଜା ଖବର View all

    Find Us on Facebook