Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଶୁକ୍ରବାରରୁ ସାମାନ୍ୟ ଖସିପାରେ ପାରଦ

    Share on :
    ajab-Image
    Date: Feb 5, 2026    Views: 3617

    ଭୁବନେଶ୍ୱର: ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ଅଧିକ ରହିବ । ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ପାରଦ ୧୬-୧୭ ଡିଗ୍ରୀ ପାଖାପାଖି ରହିପାରେ । କିନ୍ତୁ ଶୁକ୍ରବାରଠାରୁ ପାରଦ ସାମାନ୍ୟ ଖସିବ । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୪ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

    ଶୁକ୍ରବାର ଫୁଲବାଣୀରେ ୧୨ ଡିଗ୍ରୀ, ବଲାଙ୍ଗିରରେ ୧୩, ବୌଦ୍ଧରେ ୧୪ ଡିଗ୍ରୀ ରହିପାରେ । ରାଉରକେଲା ଓ ନବରଙ୍ଗପୁରରେ ୧୨ ଡିଗ୍ରୀ ରହିବ । ଶନିବାର ଫୁଲବାଣୀ ଓ ନବରଙ୍ଗପୁରରେ ୧୧ ଡିଗ୍ରୀ ରହିପାରେ । ମଙ୍ଗଳବାର ରାତିରେ ତାପମାତ୍ରା ୧୪-୧୫ ଡିଗ୍ରୀ ଥିଲା ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook