Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    Share on :
    ajab-Image
    Date: Apr 2, 2026    Views: 3063

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି  ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଜି ୩ ଜିଲ୍ଲା ଗଞ୍ଜାମ, ଗଜପତି, ପୁରୀକୁ ତାତି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

    ନୂଆପଡ଼ା ଓ ନବରଙ୍ଗପୁରକୁ ଝଡ଼ ତୋଫାନ ନେଇ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ୫ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବ। ଝଡ଼ବର୍ଷା ନେଇ ଚେତାବନୀ ଜାରି ହୋଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ପବନ ଓ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।

    Maximum 500 characters

    ତାଜା ଖବର View all

    Find Us on Facebook