Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀ ଲଞ୍ଚ କଲେ ଶକ୍ତିଶ୍ରୀ ଆପ୍

    Share on :
    ajab-Image
    Date: May 2, 2026    Views: 2554

    ଭୁବନେଶ୍ଵର : ନାରୀଙ୍କୁ ସୁରକ୍ଷା ଦେବ ଶକ୍ତିଶ୍ରୀ ଆପ୍। ଉଚ୍ଚ ଶିକ୍ଷା ବିଭାଗରେ କାର୍ୟ୍ୟରତ ମହିଳା କର୍ମଚାରୀ ଓ ଛାତ୍ରୀମାନଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶକ୍ତିଶ୍ରୀ ଆପ୍ ଲଞ୍ଚ୍ କରିଛନ୍ତି। ମହିଳା ସଶକ୍ତିକରଣ ପାଇଁ ସରକାରଙ୍କର ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଶୈକ୍ଷିକ ବାତାବରଣ ସହ କଲେଜ ଓ ବିଶ୍ଵବିଦ୍ୟାଳୟଗୁଡିକରେ ବିଭାଗର ମହିଳାମାନେ ଏହି ଆପ୍ ମାଧ୍ୟମରେ କୌଣସି ଅଘଟଣର ରିପୋର୍ଟ କରିପାରିବେ। ୨୪୍ଠ୭ ଏହି ଆଲର୍ଟ ସିଷ୍ଟମ ରହିବ। ଏହି ଆପ୍ଲିକେସନ ମହିଳାମାନଙ୍କ ମନରେ ସାହସିକତା ଭରିବ।

    Maximum 500 characters

    ତାଜା ଖବର View all

    Find Us on Facebook