Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଶିଳ୍ପ ବିଭାଗ ଓ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ସହ ଏମଓୟୁ

    Share on :
    ajab-Image
    Date: Jul 2, 2026    Views: 3270

    ଭୁବନେଶ୍ଵର : ଓଡ଼ିଶାରେ ଦେଶର ବୃହତ୍ତ ବିଦେଶୀ ପୁଞ୍ଜି ନିବେଶ। ଆଦାନୀ ଏଣ୍ଟର ପ୍ରାଇଜେସ୍ ଲିମିଟେଡ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ଓଡ଼ିଶାରେ ନିବେଶ କରିବ ୧ ଲକ୍ଷ ୧ ହଜାର କୋଟି। ଏହା ରାଜ୍ୟର ଖଣି କ୍ଷେତ୍ରରେ ବଡ଼ ବିଦେଶୀ ପୁଞ୍ଜିନିବେଶ । ଏଥିପାଇଁ MOU ସ୍ବାକ୍ଷର ହୋଇଛି। ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏମଓୟୁ ସ୍ଵାକ୍ଷରିତ ହୋଇଛି। ଏହି ଅବସରରେ ଶିଳ୍ପ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏଥିରେ ଉପସ୍ଥିତ ଥିଲେ। ୧ ଲକ୍ଷ ୧ ହଜାର କୋଟି ନିବେଶ ଦ୍ୱାରା ୫୩ ହଜାର ୫ଶହ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

    Maximum 500 characters

    ତାଜା ଖବର View all

    Find Us on Facebook