Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    IPS ସ୍ତରରେ ଅଦଳବଦଳ

    Share on :
    ajab-Image
    Date: Nov 1, 2026    Views: 2220

    ଭୁବନେଶ୍ଵର : IPS ସ୍ତରରେ ଅଦଳବଦଳ । ଜେଲ ବିଭାଗ ଡିଜି ସୁଶାନ୍ତ ନାଥ ହେଲେ ଗୃହ ବିଭାଗ OSD । ତାଙ୍କ ବଦଳରେ SFSL ନିର୍ଦ୍ଦେଶକ ସନ୍ତୋଷ ବାଲାଙ୍କୁ ଜେଲ ବିଭାଗ ଡିଜି ଭାବେ ଅତିରିକ୍ତ ଦାୟିତ୍ଵ ଦିଆଯାଇଛି । ସେହିପରି ଅମିତାଭ ଠାକୁରଙ୍କୁ କଟକ ପରିବହନ କମିଶନର ଭାବେ ଦାୟିତ୍ଵ ଦିଆଯାଇଛି । ରାଜେଶ କୁମାରଙ୍କୁ ଗୃହ ବିଭାଗ ସ୍ଵତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ଵ ଦିଆଯାଇଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ସାରା ଶର୍ମା ହେଲେ ଭିଜିଲାନ୍ସ ଡିଆଇଜି । ଝାରସୁଗୁଡ଼ା ଏସପି ଗୁଣ୍ଡଲା ରେଡ୍ଡୀ ରାଘବେନ୍ଦ୍ରଙ୍କୁ ପୁଲିସ ମୁଖ୍ୟାଳୟ AIG ଦାୟିତ୍ଵ ଦିଆଯାଇଛି । 

    ନୂଆପଡ଼ା ଏସପି ଅମ୍ରିତପାଲ ସିଂଙ୍କୁ ପୁଲିସ ମୁଖ୍ୟାଳୟ ଏସପି ଭାବେ ବଦଳି କରାଯାଇଛି । ସୋନାଲି ସିଂ ପରମାରଙ୍କୁ ଝାରସୁଗୁଡ଼ା ଏସପି ଦାୟିତ୍ଵ ଦିଆଯାଇଛି । ତପନ ନାରାୟଣ ରଥଙ୍କୁ ନୂଆପଡ଼ା ଏସପି ଭାବେ ଦାୟିତ୍ଵ ଦିଆଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook