Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ରାଜ୍ୟରେ ଖସୁଛି କରୋନା ଗ୍ରାଫ, ଆଜି ରାଜ୍ୟରେ ୫ହଜାର ୮୯୧ କରୋଦନା ପଜିଟିଭ

    Share on :
    ajab-Image
    Date: Jan 25, 2022    Views: 4934


    ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି ।  ଗତକାଲି ରାଜ୍ୟରେ ୭ହଜାର ଉପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରେ  ୫ହଜାର ୮୯୧କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୪୧୩ଜଣ ରହିଥିବାବେଳେ ୨୪୭୮ସ୍ଥାନୀୟ ସଂକ୍ରମଣ ରହିଛି ।

    ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୮୫୨ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି । ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୧୭ହଜାର ୮୪୨କୁ ବୃଦ୍ଧି ପାଇଛି । 

    Maximum 500 characters

    ତାଜା ଖବର View all

    Find Us on Facebook