Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଦୁର୍ବଳ ହେଲା ଅବପାତ

    Share on :
    ajab-Image
    Date: Aug 10, 2022    Views: 4612

    ଭୁବନେଶ୍ୱର: ଭୀଷଣ ରୂପ ନେଇଥିବା ଲଘୁଚାପ ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ଉପକୂଳ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପରେ ରହିଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରିଥିଲା । ଏବେ ଏହା ଦୁର୍ବଳ ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟପଟେ, ସୁଦୃଶଃ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪.୩ ମିମି ବର୍ଷା ହୋଇଛି। ଯାହା ସ୍ବାଭାବିକ ବର୍ଷା ୧୦ମିମି ତୁଳନାରେ ୨୪୩% ଅଧିକ ତଥା ଗଞ୍ଜାମ ଜିଲାରେ ୫ ସ୍ଥାନରେ ଅତି ପ୍ରବଳ ହୋଇଥିବା ଜଣାପଡିଛି। ସେହିପରି ୭ ସ୍ଥାନରେ ପ୍ରବଳ ବର୍ଷା ସହ ହାରାହାରି ୯୦.୫ ମିମି ବର୍ଷା ରେକର୍ଡ ହୋଇଛି ଯାହା ସ୍ବାଭାବିକ ବର୍ଷା ୭ମିମି ତୁଳନାରେ ୧୧୯୩% ଅଧିକ ରହିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook