Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ମଦ ପିଇ ୧୦ ମୃତ

    Share on :
    ajab-Image
    Date: May 15, 2023    Views: 4265

    ଚେନ୍ନଇ : ବିଷାକ୍ତ ମଦ ପିଇ ତାମିଲନାଡୁ ଭିଲ୍ଲୁପୁରମ୍ ଜିଲାର ମାରାକ୍କାନାମ ଗ୍ରାମରେ ୧୦ଜଣଙ୍କର ମୃତ୍ୟୁ ହୋଇଛି । ଏହାର ତଦନ୍ତ ନିର୍ଦେଶ ଦିଆଯାଇଛି। ରିପୋର୍ଟ ଅନୁଯାୟୀ ମଦ ପିଇବା ପରେ ୧୬ଜଣ ଲୋକ ଅସୁସ୍ଥ ହୋଇପଡିଥିଲେ। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ୧୦ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ଦୁଇଜଣ ପୁଲିସ ଅଧିକାରୀଙ୍କ ସମେତ ୩ଜଣଙ୍କୁ ନିଲମ୍ବନ କରାଯାଇଛି। ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ମୃତକଙ୍କ ପରିବାର ପିଛା ୧୦ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏହା ସହିତ ଅସୁସ୍ଥ ବ୍ୟକ୍ତିଙ୍କୁ ୫୦ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯାଇଛି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook