Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    କେନାଲରୁ ମିଳିଲା ଯୁବକଙ୍କ ରଶିରେ ବନ୍ଧା ମୃତଦେହ

    Share on :
    ajab-Image
    Date: Oct 1, 2023    Views: 3809

    ଯାଜପୁର,: ଯାଜପୁର ଜିଲା ବିଞ୍ଝାରପୁର ଥାନା ସିଂହପୁର ଖରସ୍ରୋତା ମହାବିଦ୍ୟାଳୟ ପଛ କେନାଲରୁ ଯୁବକଙ୍କ ରଶିରେ ବନ୍ଧା ମୃତଦେହ ମିଳିଛି ।   ବିଞ୍ଝାରପୁର ପୋଲିସର ତଦନ୍ତ ଆରମ୍ଭ କରିଛି।

    ଖବର ଅନୁଯାୟୀ, ସିଂହପୁର ଖରସ୍ରୋତା ମହାବିଦ୍ୟାଳୟ ପଛ କେନାଲରେ ଜଣେ ଯୁବକ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା । ଏହାପରେ ତୁରନ୍ତ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook