Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୫ ବର୍ଷର ଝିଅକୁ ଦୁଷ୍କର୍ମ ପରେ ହତ୍ୟା

    Share on :
    ajab-Image
    Date: Mar 16, 2025    Views: 6681

    ଅନୁଗୁଳ: ୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ । ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏହି ଲୋମଟାଙ୍କୁରା ଘଟଣା ଘଟିଛି । ଗୁରୁବାର ମଧ୍ୟାହ୍ନରୁ ଶିଶୁଟି ନିଖୋଜ ଥିଲା । ଏ ସମ୍ପର୍କରେ ଶୁକ୍ରବାର ଦିନ  ଥାନାରେ ଅଭିଯୋଗ କରିଥିଲେ ପରିବାର ଲୋକେ । ନିଶା ଶିଳ୍ପାଞ୍ଚଳ ଥାନା ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ତେବେ ଆଜି ଶିଶୁକନ୍ୟାର ମୃତଦେହ ଗୋଟିଏ ମହୁଲ ଗଛ ମୂଳରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଥିଲା । ତେଣୁ ଶିଶୁକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି । କଟକରୁ ଏକ ଶିଶୁ ବିଶେଷଜ୍ଞ ଟିମ୍ ଆସି ଏହି ସମ୍ବେଦନଶୀଳ ଘଟଣାର ତଦନ୍ତ କରିବେ । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook