Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ୧୮ ଅପରାଧୀ ଗିରଫ, ୧୭ ବନ୍ଧୁକ ଜବତ

    Share on :
    ajab-Image
    Date: May 4, 2025    Views: 3947

    ଛତ୍ରପୁର  : ଗଞ୍ଜାମ ପୋଲିସକୁ ବଡ଼ ସଫଳତା । ବିଭିନ୍ନ ସ୍ଥାନରେ ଚଢାଉ କରି ୧୮ ଜଣଙ୍କୁ ଗିରଫ କରିଛି ପୋଲିସ । ଏହାସହିତ ସେମାନଙ୍କ ନିକଟରୁ ୧୭ଟି ବନ୍ଧୁକ, ୧୬ଟି ମୋବାଇଲ୍‌, ୬୬ଟି ଗୁଳି ଓ ୪ଟି ଖୋକା ଜବତ ହୋଇଛି । 
    ଖବର ଅନୁଯାୟୀ, ରବିବାର ଦିନ ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖରଙ୍କ ପକ୍ଷରୁ ଏକ ପ୍ରେସ୍‌ମିଟ୍‌ କରାଯାଇଥିଲା । ଯେଉଁଥିରେ ସେ କହିଥିଲେ କି, ଗଞ୍ଜାମ ପୋଲିସ ଜିଲ୍ଲାର ଆସିକା, ଶେରଗଡ଼, କୋଟିନଡ଼ା, ଭଞ୍ଜନଗର, ପୋଲସରା, ଚମାଖଣ୍ଡି ଅଞ୍ଚଳରେ ଚଢାଉ କରିଥିଲେ । ଯେଉଁଥିରେ ୧୮ ଜଣ ଅପରାଧୀଙ୍କୁ ଗିରଫ କରିଛି । ଏହାସହିତ ସେମାନଙ୍କ ନିକଟରୁ ୧୭ଟି ବନ୍ଧୁକ, ୧୬ଟି ମୋବାଇଲ୍‌, ୬୬ଟି ଗୁଳି ଓ ୪ଟି ଖୋକା ଜବତ ହୋଇଛି । ବିଭିନ୍ନ ଅପରାଧୀଙ୍କ ମାମଲାରେ ଜଡିତ ଥିଲେ ଏମାନେ । ପୋଲିସର ତଦନ୍ତ ପରେ ହିଁ ଅଧିକ ତଥ୍ୟ ମିଳିବ ବୋଲି ଆଶା କରାଯାଉଛି । 

    Maximum 500 characters

    ତାଜା ଖବର View all

    Find Us on Facebook