Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    କେନ୍ଦ୍ରାପଡାରେ ଗୁଳିମାଡ଼, ଯୁବକ ଗୁରୁତର

    Share on :
    ajab-Image
    Date: May 4, 2025    Views: 3855

    କେନ୍ଦ୍ରାପଡା : କେନ୍ଦ୍ରାପଡା ସଦର ଥାନା ବାଲିସାହିଠାରେ ଯୁବକଙ୍କୁ ଗୁଳିମାଡ଼। ଏଥିରେ ଯୁବକ ଜଣକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣକ ହେଲେ ଗୌତମ ମଳ୍ଲିକ। ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି। 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook