Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଗଛରେ ପିଟିହେଲା କାର୍‌ : ୨ ମୃତ ,ଜଣେ ଗୁରୁତର

    Share on :
    ajab-Image
    Date: Jun 10, 2025    Views: 11413

    ଯାଜପୁର : ଯାଜପୁର ଜିଲା କାଳିଆପାଣି ଥାନା ମହୁଲଖାଲ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କାର୍‌ରେ ଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଛି। ଏପରିକି ପୋଲିସ ମୃତଦେହ ଜବତ କରି ଏକ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

     

    Maximum 500 characters

    ରାଜ୍ୟ ଖବର View all

    Find Us on Facebook