Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    Share on :
    ajab-Image
    Date: Aug 10, 2025    Views: 4369

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ୩ଟି ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି।

    ଏହି ଅବସରରେ ପ୍ରଧାନମନ୍ତ୍ରୀ ବେଙ୍ଗାଲରୁ ମେଟ୍ରୋ ପ୍ରକଳ୍ପର ୟେଲୋ ଲାଇନ(ହଳଦିଆ ରେଖା)ର ବି ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି। ଏହା ସହିତ ପ୍ରଧାନମନ୍ତ୍ରୀ ଆରଭି ରୋଡ(ରଗିଗୁଡ଼ା)ରୁ ଇଲେକଟ୍ରୋନିକ ସିଟି ମେଟ୍ରୋ ଷ୍ଟେସନ ପର୍ୟ୍ୟନ୍ତ ମେଟ୍ରୋରେ ଯାତ୍ରା କରିବେ। ସହର ସଂଯୋଗୀକରଣ ସହିତ ଜଡ଼ିତ ଅନେକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ବି କରିବେ ପ୍ରଧାନମନ୍ତ୍ରୀ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook