Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

    Share on :
    ajab-Image
    Date: Sep 8, 2025    Views: 3914

    ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଆଜି ସକାଳେ ଗୁଳିବିନିମୟ ହୋଇଛି ଜ୍ଝ ଆଉ ଯବାନଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି ଜ୍ଝ ଗୁଡର ଜଙ୍ଗଲ ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ବିଷୟରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ ଜ୍ଝ ସେନା ମଧ୍ୟ ଏହାର ଉଚିତ ଜବାବ ଦେଇଥିଲା। ଏହି ସମୟରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା। ତଥାପି, ଏନକାଉଣ୍ଟର ଏବେ ବି ଜାରି ରହିଛି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook