ମୁଖ୍ୟ ଖବର
ନୂଆପଡ଼ା: ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା । ୨୦ ତାରିଖରେ ପର୍ୟ୍ୟନ୍ତ ଚାଲିବ ।୨୨ ତାରିଖରେ ଯାଞ୍ଚ ଓ ୨୪ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର । ନଭେମ୍ବର ୧୧ରେ ଭୋଟ ଗ୍ରହଣ କରାଯିବାକୁ ଥିବା ବେଳେ ୧୪ ନଭେମ୍ବରରେ ଭୋଟ୍ ଗଣତି ସହ ଫଳ ପ୍ରକାଶ ପାଇବ। ଏନେଇ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
Comments ସମସ୍ତ ମତାମତ 0