Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବଡ଼ ଖବର: ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା

    Share on :
    ajab-Image
    Date: Dec 5, 2025    Views: 3467

    ଭୁବନେଶ୍ୱର: ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ସକାଳ ୯ଟାରୁ ୧୧.୩୦ ଯାଏଁ ପରୀକ୍ଷା ଚାଲିବ ।  ତେବେ ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ ମିନିଟ ଦିଆଯିବ ।  ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ତାରିଖ ଯାଏ ମାଟ୍ରିକ ପରୀକ୍ଷା ଚାଲିବ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ସହ ପରୀକ୍ଷା ସୂଚୀ ଘୋଷଣା କରାଯାଇଛି । ଫେବୃଆରୀ ୧୯ ପ୍ରଥମ ଦିନରେ ଛାତ୍ରଛାତ୍ରୀ ମାତୃଭାଷା ପରୀକ୍ଷା ଦେବେ । ୨୦ ତାରିଖରେ ଇଂରାଜୀ, ୨୩ରେ ସଂସ୍କୃତ/ହିନ୍ଦୀ, ୨୫ରେ ବିଜ୍ଞାନ, ୨୭ରେ ସାମାଜିକ ବିଜ୍ଞାନ ଓ ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ହେବ । 

    Maximum 500 characters

    ତାଜା ଖବର View all

    Find Us on Facebook