Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବାଇକକୁ ଧକ୍କା ଦେଲା ଟ୍ରାକ୍ଟର, ଜଣେ ମୃତ

    Share on :
    ajab-Image
    Date: Feb 5, 2026    Views: 3007

    ବାସୁଦେବପୁର : ବାସୁଦେବପୁର ପଢ଼ୁଆଁ ରାସ୍ତାର କୁମାରପୁର ଛକରେ ମମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର ଏବଂ ବାଇକ୍ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ରଞ୍ଜିତ ମଳିକ(୨୮) ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ଆହତ ଲିପୁ ମଳିକ(୧୮)ଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଭୟ ବାଇକ ରେ ମାମୁଁଘର ପଢ଼ୁଆଁକୁ ଯାଉଥିବା ବେଳେ ଏକ ଟ୍ରାକ୍ଟର ଧକ୍କା ଦେଇଥିଲା। ଘଟଣାକୁ ନେଇ ଉତ୍ତ୍ୟକ୍ତ ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।

    Maximum 500 characters

    ତାଜା ଖବର View all

    Find Us on Facebook