Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଯାତ୍ରୀଙ୍କୁ ଚାପୁଡା ମାରିଲେ ‘ଆମ ବସ୍‌’ କଣ୍ଡକ୍ଟର

    Share on :
    ajab-Image
    Date: Sep 18, 2025    Views: 2924

    ଭୁବନେଶ୍ବର: ଭୁବନେଶ୍ବରରେ ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଥାପଡ଼ ମାରିଲେ ‘ଆମ ବସ୍‌’ କଣ୍ଡକ୍ଟର। ବସ୍‌ ଭିତରୁ ବାହାରି ଆସି ବାହାରେ ଥାପଡ଼ ମାରିଲେ। କଣ୍ଡକ୍ଟର ୟୁନିଫର୍ମରେ ଥାଇ ଥାପଡ଼ ମାରିବା ଦୃଶ୍ୟ କ୍ୟାମେରାରେ ରେକର୍ଡ କରାଯାଇଛି। ୟୁନିଟ ୮ ମାର୍କେଟ ପାଖରେ ଥିବା ବସ୍‌ ଷ୍ଟପରେ ଏହି ଘଟଣା ଘଟିଛି। ବସ୍‌ ନଂ OD33AH0166 ଥିବାବେଳେ କଣ୍ଡକ୍ଟରଙ୍କ ଦାଦାଗିିରିକୁ ନେଇ ଚର୍ଚ୍ଚା ହେଉଛି। ବସରୁ ବାହାରକୁ ବାହାର କରି ଦେବା ସହିତ କଣ୍ଡକ୍ଟର ଜଣଙ୍କ ବାହାରକୁ ଆସି ଶକ୍ତ ଚାପୁଡ଼ା ମାରୁଥିବାର ଦେଖିବାକୁ ମିଳିଛି, ପୁଣି ରାସ୍ତା କଡ଼ରେ ତାର ଜାଲିରେ ପକାଇ ମାରିବାରୁ ବ୍ୟକ୍ତିଙ୍କ ମୁଣ୍ଡ ଫାଟି ଯାଇଥିବାବେଳେ ସ୍ଥାନୀୟ ଲୋକ ଉଦ୍ଧାର କରି ହସ୍ପିଟାଲକୁ ନେଇଛନ୍ତି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook