Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଚୌଦ୍ୱାର ଜେଲରୁ ଫେରାର୍ ରାଜା ସାହାଣୀ ଗିରଫ

    Share on :
    ajab-Image
    Date: Apr 2, 2026    Views: 3261

    ଭୁୁବନେଶ୍ୱର : ଚୌଦ୍ୱାର ଜେଲରୁ ଫେରାର୍ ଦ୍ୱିତୀୟ କଏଦୀ ଗୁରୁବାର ଗିରଫ ହୋଇଛି। ବିହାରର ରାଜା ସାହାଣୀକୁ ଋଷିକେଶରୁ ଗିରଫ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀକୁ ଋଷିକେଶରୁ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି। ଏହା ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ ପୁଲିସ ଗିରଫ କରିଥିଲା। ଦଶହରାରେ ମଧୁକାନ୍ତ ଓ ରାଜା ପାଚେରୀ ଡେଇଁ ଫେରାର ହୋଇଯାଇଥିଲେ।
    ରାଜା ସାହାଣୀ ୦୩.୧୦.୨୫ରେ ଚୌଦ୍ୱାର ଜେଲରୁ ଖସି ପଳାଇଥିଲା। ଅଧିକ ତଦନ୍ତ ପାଇଁ ତାଙ୍କୁ ଟ୍ରାଞ୍ଜିଟ୍ ରିମାଣ୍ଡରେ ଓଡ଼ିଶା ଅଣାଉଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook