ମୁଖ୍ୟ ଖବର
ହାଙ୍ଗଚୌ: ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ । ଚୀନରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ସୁଟିଂରେ ପୁଣି ଭାରତକୁ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ପୁରୁଷ ୧୦ ମିଟର ଏୟାର ପିସ୍ତଲ ଟିମ୍ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ। ଅର୍ଜୁନ ଚିମା, ସରବଜୋତ ସିଂ, ଶିବ ନରୱାଲଙ୍କ ଟିମ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଏଥିସହ ମହିଳା ୬୦ କେଜି ଉସୁ ବର୍ଗରେ ରୌପ୍ୟ ପଦକ ମିଳିଛି ।
Comments ସମସ୍ତ ମତାମତ