Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବିପର୍ଯ୍ୟୟ କ୍ଷତିପୂରଣ ୨୦୦କୋଟି

    Share on :
    ajab-Image
    Date: Sep 5, 2024    Views: 3276

    ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ ପାଣ୍ଠି ଯଥେଷ୍ଟ ଅଛି । ଆଜି ବିଧାନସଭାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ବିପର୍ଯ୍ୟୟ ପରିଚାଳନା ବିଭାଗ ପାଖରେ ୨୩୦୦ କୋଟି ଟଙ୍କା ଅଛି । ସେଥିରୁ  ବିପର୍ଯ୍ୟୟ କ୍ଷତିପୂରଣ ୨୦୦କୋଟି ରଖାଯାଇଛି । ବଜ୍ରପାତରେ ମୃତୁ୍ୟବରଣ କରୁଥିବା ପ୍ରବାସୀ ଓଡ଼ିଆଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ବିଚାରବିମର୍ଷ ଚାଲିଛି ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook