ମୁଖ୍ୟ ଖବର
ଭୁବନେଶ୍ଵର: ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ। ବିଧାନସଭାରେ ଯୋଗାଣ ମନ୍ତ୍ରୀଙ୍କ ଉତ୍ତର। ଧାନ ସଂଗ୍ରହ ସମୟରେ ବିଭାଗ ବିଭାଗ ଭିତରେ ସମନ୍ବୟ ପାଇଁ ମନ୍ତ୍ରିସ୍ତରୀୟ କମିଟି ଗଠନ ହୋଇଛି। ପ୍ରତ୍ୟକ ଜିଲ୍ଲା ପାଇଁ ଜଣେ ଜଣେ ମନ୍ତ୍ରୀଙ୍କୁ ଦାୟିତ୍ବ ଦିଆଯାଇଛି। ମନ୍ତ୍ରୀମାନେ ବିଭିନ୍ନ ମଣ୍ଡି ବୁଲି ସ୍ଥିତି ଅନୁଧ୍ୟାନ କରିବେ। ଜିଲ୍ଲାପାଳ ପ୍ରତ୍ୟେକ ମଣ୍ଡିରେ ଜଣେ ଜଣେ ଅଫିସରଙ୍କୁ ଦାୟିତ୍ବ ଦେବେ। ଅଫିସରମାନେ ଜିଲ୍ଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିବେ। ସମବାୟ, ପଞ୍ଚାୟତିରାଜ, ଖାଦ୍ୟ ଯୋଗାଣ ଭଳି ବିଭାଗ ସମନ୍ବୟ ରଖି କାର୍ୟ୍ୟ କରିବେ।
Comments ସମସ୍ତ ମତାମତ