Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବିଧାନସଭା: ଦେଢ ବର୍ଷରେ ୨୦ ପୁଲିସ ଅଧିକାରୀଙ୍କୁ ବାନ୍ଧିଛି ଭିଜିଲାନ୍ସ

    Share on :
    ajab-Image
    Date: Dec 8, 2025    Views: 3431

    ଭୁବନେଶ୍ୱର: ଦେଢ ବର୍ଷରେ ୨୦ ଜଣ ପୁଲିସ ଅଧିକାରୀଙ୍କୁ ବାନ୍ଧିଛି ଭିଜିଲାନ୍ସ। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସିଏମ୍ କହିଛନ୍ତି ଯେ, ଦେଢ ବର୍ଷରେ ୨୭୧ ଜଣ ସରକାରୀ କର୍ମଚାରୀ ବିଭିନ୍ନ ମକୋଦ୍ଦମାରେ ଗିରଫ ହୋଇଛନ୍ତି। ୧୭୪ ଜଣ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ୩୩ ଜଣ ଚାକିରିରୁ ବହିଷ୍କୃତ ହୋଇଛନ୍ତି। ୬୫ ଜଣ ସରକାରୀ କର୍ମଚାରୀଙ୍କ ପେନସନ ବନ୍ଦ କରାଯାଇଛି।

    Maximum 500 characters

    ତାଜା ଖବର View all

    Find Us on Facebook