Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    କର୍ତ୍ତବ୍ୟରତ ଡାକ୍ତରଙ୍କୁ ଆକ୍ରମଣ

    Share on :
    ajab-Image
    Date: Jul 20, 2026    Views: 2498

    ବରଗଡ଼: ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ବିଳମ୍ବିତ ରାତିରେ ଜଣେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଡା. ସୁଦୀପ୍ତ କୁମାର ରାଉତ ଡାକ୍ତରଖାନାରେ କର୍ତ୍ତବ୍ୟରତ ଥିବାବେଳେ ଜଣେ ଅଭିଯୁକ୍ତ ସେଠାରେ ରହିଥିବା ଏକ ଷ୍ଟୁଲ ଉଠାଇ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଫଳରେ ଡା. ରାଉତଙ୍କ ମୁଣ୍ଡରେ ଆଘାତ ଲାଗିଛି। ଅଭିଯୋଗ ପାଇବା ପରେ ପୋଲିସ୍ ଅଭିଯୁକ୍ତଙ୍କୁ ଥାନାକୁ ଉଠାଇ ଆଣିଥିବା ସୂଚନା ମିଳିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook