Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ଭୋଟ ବ୍ୟାଙ୍କ ହାତରୁ ଚାଲିଯାଉଛି ବୋଲି ଭୟ କରୁଛନ୍ତି:ବାବୁ ସିଂ

    Share on :
    ajab-Image
    Date: Mar 5, 2025    Views: 3309

    ଭୁବନେଶ୍ୱର:  ସୁଭଦ୍ରା ଯୋଜନାକୁ କଟାକ୍ଷ କଲେ ମେୟର ସୁଲୋଚନା ଦାସ। ତେବେ ମେୟରଙ୍କ ବୟାନର ଉତ୍ତର ରଖିଛନ୍ତି ବିଧାୟକ ବାବୁ ସିଂ। ସେ କହିଛନ୍ତି, ୨୪ ବର୍ଷରେ ଯାହା କରି ନ ଥିଲେ ତାହା ଆମେ କରିଛୁ। ଭୋଟ ବ୍ୟାଙ୍କ ହାତରୁ ଚାଲିଯାଉଛି ବୋଲି ଭୟ କରୁଛନ୍ତି। ସେ କଥାରୁ ଦୂରେଇ ରୁହନ୍ତୁ। ବରମୁଣ୍ଡାରେ ୫ଜଣ ମହିଳା ଟେଣ୍ଟ ହାଉସ କରିଛନ୍ତି ବୋଲି ବାବୁ କହିଛନ୍ତି।

    ଅନ୍ୟପକ୍ଷେ ସୁଲଚୋନା କହିଥିଲେ, ୫ ହଜାରରେ ମହିଳା କିଭଳି ସଶକ୍ତ ହେବ। ଏବେ ସୁଦ୍ଧା କେତେ ମହିଳା ସଶକ୍ତ ହୋଇଛନ୍ତି ବୋଲି ମେୟର ପ୍ରଶ୍ନ କରିଛନ୍ତି। ବିଜେଡି ବିନା ସୁଧରେ ୧୫ ଲକ୍ଷ ଯାଏ ଅର୍ଥ ଦେଉଥିଲା।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook