Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

    Share on :
    ajab-Image
    Date: Dec 15, 2025    Views: 3222

    ଭୁବନେଶ୍ୱର: କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି ଆସାମ ନିର୍ବାଚନ ଦାୟିତ୍ଵ ଦେଇଛି ବିଜେପି । ବୈଜୟନ୍ତଙ୍କୁ ଆସାମ ନିର୍ବାଚନ ପାଇଁ ନିର୍ବାଚନୀ ପ୍ରଭାରୀ ଦାୟିତ୍ଵ  ଦେଇଛି ବିଜେପି ।

    କେନ୍ଦ୍ରାପଡ଼ା ସାଂସଦ ତଥା ରାଷ୍ଟ୍ରୀୟ ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ପୁଣି ଆସାମ ନିର୍ବାଚନ ପାଇଁ ଗୁରୁ ଦାୟିତ୍ବ ମିଳିଛି । ବୈଜୟନ୍ତଙ୍କୁ ଆଗାମୀ ଆସାମ ସାଧାରଣ ନିର୍ବାଚନ ପାଇଁ ପ୍ରଭାରୀ ଦାୟିତ୍ଵ  ମିଳିଛି । ଏନେଇ ଦଳ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂହ ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି । ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦର୍ଶନ ବେନ ଓ ଜମୁ କାଶ୍ମୀର ବିରୋଧୀ ଦଳ ନେତା ସୁନିଲ କୁମାର ଶର୍ମାଙ୍କୁ ସହ ପ୍ରଭାରୀ ଦାୟିତ୍ବ ଦିଆ ଯାଇଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook