Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ୪ଙ୍କୁ ଭାରତ ରତ୍ନରେ ସମ୍ମାନିତ କଲେ ରାଷ୍ଟ୍ରପତି

    Share on :
    ajab-Image
    Date: Mar 30, 2024    Views: 5041

    ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଦେଶର ୪ଜଣ ବ୍ୟକ୍ତିତ୍ୱଙ୍କୁ ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତ ରତ୍ନରେ ସମ୍ମାନିତ କରିଛନ୍ତି। ଏଥିମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧରୀ ଚରଣ ସିଂ, ପି.ଭି. ନରସିଂହ ରାଓ, କୃଷି ବୈଜ୍ଞାନିକ ଏମ ଏସ ସ୍ବାମୀନାଥନ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର ଅଛନ୍ତି।

    ବରିଷ୍ଠ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀଙ୍କୁ ମଧ୍ୟ ଭରତ ରତ୍ନ ସମ୍ମାନ ମିଳିବାର ଥିଲା, କିନ୍ତୁ ଆଜି ସେ ରାଷ୍ଟ୍ରପତି ଭବନରେ ଉପସ୍ଥିତ ନାହାନ୍ତି, ତେଣୁ ମାର୍ଚ୍ଚ ୩୧ରେ ରାଷ୍ଟ୍ରପତି ତାଙ୍କ ଘରକୁ ଯାଇ ତାଙ୍କୁ ସମ୍ମାନିତ କରିବେ। ଆଡଭାନୀଙ୍କ ବ୍ୟତୀତ ସମସ୍ତ ୪ ଜଣ ବ୍ୟକ୍ତିତ୍ୱଙ୍କୁ ମରଣୋତ୍ତର ଭାରତ ରତ୍ନ ଦିଆଯାଉଛି। ତାଙ୍କ ପରିବାର ସଦସ୍ୟ ରାଷ୍ଟ୍ରପତିଙ୍କଠାରୁ ସମ୍ମାନ ଗ୍ରହଣ କରିଛନ୍ତି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook