Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଏକା ସସ୍ମିତ ନୁହନ୍ତି, ଏଥିରେ ଏକାଧିକ ବ୍ୟକ୍ତି ସମ୍ପୃକ୍ତ ଅଛନ୍ତି:ଭୂପିନ୍ଦର

    Share on :
    ajab-Image
    Date: Apr 6, 2025    Views: 3418

    ଭୁବନେଶ୍ୱର:ୱକଫ ବିଲ ଭୋଟିଂକୁ ନେଇ ବିଜେଡି ଏବେ ଦୁଇ ଫାଳ ହୋଇଯାଇଥିବା ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଥିବାବେଳେ ବିଜେଡି ନେତା ଭୂପତନ୍ଦର ସିଂ ରବିବାର ଏକ ବଡ଼ ବୟାନ ଦେଇଛନ୍ତି । ଓକ୍‌ଫ ବିଲ୍‌କୁ ବିଜେଡି ଏମ୍‌ପି ସସ୍ମିତ ପାତ୍ର ସମର୍ଥନ କରିବା ପରେ ସେ ଏପରି ବୟାନ ଦେବା ରାଜନୈତିକ ମହଲରେ ଚର୍ଚ୍ଚାର ଖୋରାକ ଯୋଗାଇଛି।

    ସେ  କହିଛନ୍ତି, ଏକା ସସ୍ମିତ ନୁହନ୍ତି, ଏଥିରେ ଏକାଧିକ ବ୍ୟକ୍ତି ସମ୍ପୃକ୍ତ ଅଛନ୍ତି। ବର୍ତ୍ତମାନ କାଳବୈଶାଖୀ ଚାଲିଛି, ପବନର ବେଗ ଅଧିକ ରହିଛି। ଏଥିରେ ଦଳ ଯେ, କ୍ଷତି ସହିବନି ତାହାକୁ ଆମେ ଅସ୍ବୀକାର କରିବା ନାହିଁ। ଉକ୍ତ ଘଟଣାର ଅନୁଧ୍ୟାନ କରାଯିବ। କୌଣସି ବ୍ୟକ୍ତିଙ୍କର ସାହସ ନାହିଁ ଯେ, କି ଦଳର ନିଷ୍ପତ୍ତି ବଦଳାଇ ଦେଇପାରିବେ। ତେବେ ଭୂପିନ୍ଦରଙ୍କ ଏପରି ବୟାନ କେଉଁମାନଙ୍କୁ ତାହା ବୁଝାପଡୁନାହିଁ।

    Maximum 500 characters

    ରାଜନୀତି View all

    Find Us on Facebook