Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ବିଶେଷ

ମୁଖ୍ୟ ଖବର

    ଲିଭର୍‌କୁ ସୁରକ୍ଷିତ ରଖେ ଏହି ପତ୍ର

    Share on :
    ajab-Image
    Date: Apr 15, 2024    Views: 2806

    ଭୃସଙ୍ଗପତ୍ର ସ୍ବାସ୍ଥ୍ୟ ପାଇଁ ଲାଭକାରୀ । ପ୍ରତିଦିନ ସକାଳେ ଅଧାକପ୍‌ ଭୃସଙ୍ଗପତ୍ର ରସ ପିଇଲେ ଲିଭର ବିଭିନ୍ନ ସଂକ୍ରମଣରୁ ଦୂରେଇ ରୁହେ। ଏହାର କାର୍ୟ୍ୟକୁ ଭୃସଙ୍ଗପତ୍ର ରସ ସ୍ବାଭାବିକ କରେ। ଭୃସଙ୍ଗପତ୍ର ରସ ନିୟମିତ ପିଇଲେ ମଧୁମେହରୁ ମୁକ୍ତି ମିଳେ। ଏହା ରକ୍ତର କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ। ଏଥିରେ ଭିଟାମିନ ବି୧, ବି୩, ବି୯ ଏବଂ ସି ରହିଥାଏ । ଏହା ସହିତ ଏଥିରେ ଆଇରନ, କ୍ୟାଲସିୟମ ଏବଂ ଫସଫରସ ରହିଛି। ପ୍ରତିଦିନ ଭୃସଙ୍ଗପତ୍ର ଚୋବାଇବା ଖାଇଲେ ଦ୍ୱାରା ମେଦବହୁଳତାରୁ ମିଳେ ମୁକ୍ତି। ଏକ ଚାମଚ ମହୁରେ ଭୃସଙ୍ଗପତ୍ର ରସ ମିଶାଇ ପିଇଲେ କଫ ବାହାରି ଯାଇଥାଏ। ଏହାକୁ ନିୟମିତ ପିଇଲେ ହାର୍ଟ ଆଟାକ୍‌ ଆଶଙ୍କା କମିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ରହିଛି।

    Maximum 500 characters

    ବିଶେଷ View all

    Find Us on Facebook