Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଘଟଣା: ୩ ଅଟକ

    Share on :
    ajab-Image
    Date: Sep 12, 2026    Views: 3309

    ଏରସମା: ସିଆଳି ବେଳାଭୂମିରେ ଥିବା ପ୍ରବାଦପୁରୁଷ ବିଜୁପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଘଟଣାରେ ଏରସମା ପୁଲିସ ୩ ଜଣଙ୍କୁ ଉଠାଇ ନେଇ ପଚରାଉଚରା ଜାରି ରଖିଛି। ଗତ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପ୍ରତିମୂର୍ତ୍ତିଭଙ୍ଗାରୁଜା କରିଥିବା ଅଭିଯୋଗ ପରେ ପୁଲିସ ତଦନ୍ତ ଆରମ୍ଭ କରିଥିଲା।
    ଘଟଣା ସହ ୩ ଜଣଙ୍କ ସମ୍ପୃକ୍ତି ଥିବା ସନ୍ଦେହରେ ସେମାନଙ୍କୁ ଥାନାକୁ ଆଣି ପଚରାଉଚରା କରାଯାଉଛି। ତେବେ ଏମାନଙ୍କୁ ଗିରଫ କରାଯାଇଛି କି ନାହିଁ, ସେନେଇ ପୁଲିସ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ। ଘଟଣା ପଛରେ କିଏ ଓ କେଉଁ କାରଣରୁ ଏଭଳି କାଣ୍ଡ ଘଟାଇଛି, ତାହା ଜାଣିବା ପାଇଁ ପୁଲିସ ଖୋଳତାଡ଼ ଜାରି ରଖିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook