Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ନୀତି ଓ ନୈତିକତା ଦୃଷ୍ଟିରୁ ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ଦେବା ଆବଶ୍ୟକ:ସାରଦା ଜେନା

    Share on :
    ajab-Image
    Date: Sep 23, 2026    Views: 2762

     ସରକାରୀ ସ୍କୁଲରେ ଅର୍ଦ୍ଧ ବାର୍ଷିକ ପରୀକ୍ଷା ପ୍ରସଙ୍ଗକୁ ନେଇ ସରକାରଙ୍କୁ ଟାର୍ଗେଟ୍‌ କରିଛି ବିଜେଡି । ନୀତି ଓ ନୈତିକତା ଦୃଷ୍ଟିରୁ ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ଦେବା ଆବଶ୍ୟକ ବୋଲି କହିଛନ୍ତି ବିଜେଡି ବିଧାୟକ ସାରଦା ଜେନା ।

    ସରକାରୀ ଶିକ୍ଷାନୁଷ୍ଠାନକୁ ନିରୁତ୍ସାହିତ ଓ ଦୁର୍ବଳ କରିବାକୁ ଉଦ୍ୟମ ହେଉଥିବା ସେ ଅଭିଯୋଗ କରିଛନ୍ତି  । ଏଥିରେ ସରକାରୀ ତହବିଲରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଦର୍ଶାଇ ସରକାରଙ୍କୁ ନୀତି ଓ ନୈତିକତାର ପାଠ ପଢାଇଛି ବିଜେଡି । ଏହି ପ୍ରସଙ୍ଗରେ ଗୃହ ଭିତରେ ଓ ବାହାରେ ଆନ୍ଦୋଳନ ଜାରି ରହିବ ବୋଲି ସାରଦା ଜେନା କହିଛନ୍ତି ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook