Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ବଜେଟ: ରୋଷେଇ ଘର ନାହିଁ, ମେନୁ ମାଳ ମାଳ

    Share on :
    ajab-Image
    Date: Feb 21, 2026    Views: 2879

    ଓଡ଼ିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁଥିରେ ରାଜ୍ୟବାସୀଙ୍କୁ ରଙ୍ଗୀନ ସ୍ବପ୍ନ ଦେଖାଯାଇଛି । ତେବେ ବଜେଟକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଟାକ୍ଷ କରିଛନ୍ତି ।

    ମୁଖ୍ୟମନ୍ତ୍ରୀଙ୍କ ବଜେଟ ଉପସ୍ଥାପନ ପରେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି । ନବୀନ କହିଛନ୍ତି, ରୋଷେଇ ଘର ନାହିଁ, ହେଲେ ଖାଦ୍ୟ ମେନୁ ମାଳ ମାଳ ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook