Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଚାମେଲି ଓଝାଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ

    Share on :
    ajab-Image
    Date: Jul 25, 2026    Views: 2823

    ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ ୨୧ ଜଣ ତାଙ୍କ ନାଁରେ ଅନାସ୍ଥା ଆଣିଛନ୍ତି। ଅନାସ୍ଥା ଆଗତ ହେବା ପରେ ୨୭ ତାରିଖ ଅପରାହ୍ନ ୩.୩୦ରେ ସମସ୍ତ ସଭ୍ୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

    Maximum 500 characters

    ରାଜନୀତି View all

    Find Us on Facebook