Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ବ

    Share on :
    ajab-Image
    Date: Apr 3, 2024    Views: 3068

    ଭୁବନେଶ୍ବର: ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ନୂଆ ଦାୟିତ୍ବ । ବିଜେଡି ଉପସଭାପତି ଭାବେ ନିଯୁକ୍ତ କରାଯାଇଥିବା ବେଳେ ବିଜେଡି ଇସ୍ତାହର କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରଯାଇଛି। ନୂଆ ନିଯୁକ୍ତି ଦେଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ।  ବର୍ତମାନ ଚନ୍ଦ୍ରଶେଖରଙ୍କ ତତ୍ତ୍ୱାବଧାନରେ ଆଗାମୀ ନିର୍ବାଚନ ପାଇଁ ଇସ୍ତାହାର ପ୍ରସ୍ତୁତ କରିବ ବିଜେଡି । ଦଳ କେଉଁ କେଉଁ ପ୍ରସଙ୍ଗକୁ ଗୁରୁତ୍ୱ ଦେଇ ନିଜର ଇସ୍ତାହାର ପ୍ରକାଶ କରିବ, ତାର ଦାୟିତ୍ୱ ଏବେ ଚନ୍ଦ୍ରଶେଖର ସାହୁଙ୍କୁ ଦିଆଯାଇଛି ।

    Maximum 500 characters

    ରାଜନୀତି View all

    Find Us on Facebook