Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ପ୍ରବାସୀ ଓଡ଼ିଆଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Jan 10, 2025    Views: 3171

    ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର  ପ୍ରବାସୀ ଭାରତୀୟ ଦିବସର ତୃତୀୟ ତଥା ଉଦଯାପନୀ ଦିବସରେ ସମ୍ମିଳନୀରେ ଯୋଗ ଦେଇଥିବା  ପ୍ରବାସୀ ଓଡ଼ିଆମାନଙ୍କୁ ସାକ୍ଷାତ କରିବେ । ଭୁବନେଶ୍ୱର ଜନତା ମୈଦାନ ଠାରେ ଆୟୋଜିତ ସମିଳନୀର ଭିଆଇପି ପାଭିଲିଆନ ହଲ ନମ୍ବର ଏକ (୧ ) ଠାରେ ଏହି ସାକ୍ଷାତ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ସୂତ୍ରରୁ ଜଣାଯାଇଛି।

    Maximum 500 characters

    ତାଜା ଖବର View all

    Find Us on Facebook