Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Mar 10, 2025    Views: 3220

    ଦୁବାଇ: ଚମ୍ପିଆନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ୱିକେଟ୍‌ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ୟ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରି ବିଜୟୀ ହୋଇଛି।  ଚମ୍ପିଆନ୍ସ ଟ୍ରଫିରେ ଚମ୍ପିଆନ୍ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଟିମ ଇଣ୍ଡିଆର ସଫଳତା ପାଇଁ ପୂରା ଦେଶ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    Maximum 500 characters

    ଖେଳ ଖବର View all

    Find Us on Facebook