Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    Share on :
    ajab-Image
    Date: Apr 2, 2026    Views: 2755

    ଭୁବନେଶ୍ୱର:  ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ।

    ପୂର୍ବରୁ ମାର୍ଚ୍ଚ ୨୮ରେ ମଧ୍ୟ ପଶ୍ଚିମବଙ୍ଗ ଯାଇ ପ୍ରଚାର କରି ଥିଲେ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଆସନ୍ତା ୨୩ ତାରିଖ ଓ ଦ୍ୱିତୀୟ ପର୍ୟ୍ୟାୟ ମତଦାନ ଏପ୍ରିଲ ୨୯ ତାରିଖରେ ହେବ ।  

    Maximum 500 characters

    ରାଜନୀତି View all

    Find Us on Facebook