Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୧୫ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

    Share on :
    ajab-Image
    Date: Jun 13, 2026    Views: 2587

    ଭୁବନେଶ୍ୱର: ଆସନ୍ତା ସୋମବାର ଜୁନ୍‌ ୧୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ସରକାରୀ ଛୁଟି ଦିବସ ଯୋଗୁଁ ଆସନ୍ତା ୧୫ରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନ ସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook