Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୨୨ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ

    Share on :
    ajab-Image
    Date: Dec 20, 2025    Views: 4063

    ଭୁବନେଶ୍ବର : ଡିସେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ଉକ୍ତ ଦିନ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ୟ୍ୟ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ସମୟରେ ଜନଶୁଣାଣି ତାରିଖ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook