Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଅମିୟ ପଟ୍ଟନାୟକ କଂଗ୍ରେସ କମିଟି ସମବାୟ ପ୍ରକୋଷ୍ଠର ନୂତନ ଅଧ୍ୟକ୍ଷ

    Share on :
    ajab-Image
    Date: Dec 20, 2025    Views: 2809

    ଭୁବନେଶ୍ଵର: ଅତ୍କଳ ଭାରତ କିଷାନ କଂଗ୍ରେସ ରାଷ୍ଟ୍ରୀୟ ସଂଯୋ ଯୋଜକ ତଥା ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ବିଶିଷ୍ଟ ସମବାୟବିତ୍ର ଅମିୟ କୁମାର ପଟ୍ଟନାୟକଙ୍କୁ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସମବାୟ ପ୍ରକୋଷ୍ଠର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରିଥିବା ପିସିସି ମିଡିଆ ସେଲର ଅଧ୍ୟକ୍ଷ ଅରବିନ୍ଦ ଦାସ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି । ପ୍ରକାଶ ଥାଉକି ଓଡିଶା ପ୍ରଦେଶ କଂଗ୍ରେସ କମିଟି ପରାମର୍ଶ କ୍ରମେ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ ଆଗାମୀ ଦିନରେ ସମବାୟ ପ୍ରକୋଷ୍ଠର କାର୍ୟ୍ୟକ୍ରମକୁ ତୃଣମୂଳସ୍ତରରୁ ତ୍ବରାନ୍ବିତ କରାଯିବା ସହିତ ପ୍ରତି ପଞ୍ଚାୟତସ୍ତରରୁ ସମବାୟବିତ୍‌ମାନଙ୍କୁ ଚିହ୍ନଟ କରାଯାଇ ସମବାୟ କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଅଣାଯିବ ବୋଲି ଶ୍ରୀ ଦାସ ଜଣାଇଛନ୍ତି।

    Maximum 500 characters

    ରାଜନୀତି View all

    Find Us on Facebook