Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଆଜି ରାଜ୍ୟରେ କରୋନା ନେଲା ୨ ମୁଣ୍ଡ

    Share on :
    ajab-Image
    Date: Nov 25, 2021    Views: 2719


    ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଳକ୍ଷିତ ହେଉଛି । ଆଜି ରାଜ୍ୟରେ ଦୁଇ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି  । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୦୧କୁ ବୃଦ୍ଧି ପାଇଛି । 
    ୨ଜଣ ମୃତକ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । 


     ଗତ ୨୪ଘଣ୍ଟାରେ ରାଜ୍ୟରେ ୩୩୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ  ୧୯୭ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୩୮ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୪୭ ଜଣ ରହିଛନ୍ତି । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook