Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଭଲ ଖବର : ୩୭୧୪ କରୋନା ଆକ୍ରାନ୍ତ ସୁସ୍ଥ

    Share on :
    ajab-Image
    Date: Sep 15, 2020    Views: 6144

    ଭୁବନେଶ୍ୱର : ଆଜି ରାଜ୍ୟରୁ ଅଉ ୩୭୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୭୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡରୁ ୩୯୭, କଟକରୁ ୩୭୫, ଯାଜପୁରରୁ ୨୪୨, ପୁରୀରୁ ୨୦୧, ମୟୁରଭଞ୍ଜରୁ ୧୫୨, ଝାରସୁଗୁଡାରୁ ୧୧୭, ବାଲେଶ୍ୱରରୁ ୧୧୫, କୋରାପୁଟରୁ ୧୧୫, କନ୍ଧମାଳରୁ ୧୦୦, ଜଗତସିଂହପୁରରୁ ୯୩, ଗଞ୍ଜାମରୁ ୯୨, କେନ୍ଦ୍ରାପଡାରୁ ୮୮, ସୋନପୁରରୁ ୮୪, ସୁନ୍ଦରଗଡରୁ ୮୪, ବଲାଙ୍ଗୀରରୁ ୭୫, ଅନୁଗୁଳରୁ ୭୨, ସମ୍ବଲପୁରରୁ ୭୧, ନୟାଗଡରୁ ୭୦, କେନ୍ଦୁଝରରୁ ୬୦, ନବରଙ୍ଗପୁରରୁ ୫୯, ନୂଆପଡାରୁ ୫୩, କଳାହାଣ୍ଡିରୁ ୪୮, ଦେବଗଡରୁ ୪୩, ଗଜପତିରୁ ୩୮, ଭଦ୍ରକରୁ ୩୪, ଢେଙ୍କାନାଳରୁ ୩୪, ମାଲକାନଗିରିରୁ ୨୨, ବୌଦ୍ଧରୁ ୧୯ ଏବଂ ରାୟଗଡାରୁ ୧୭ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଆଜିର ଆରୋଗ୍ୟଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ୧ ଲକ୍ଷ ୨୫ ହଜାର ୭୩୮ରେ ପହଞ୍ଚିଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook