Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବିଶ୍ୱ ବିଜେତା ୪ ଓଡ଼ିଆ କ୍ରିକେଟରଙ୍କୁ ଭବ୍ୟ ସ୍ୱାଗତ

    Share on :
    ajab-Image
    Date: Dec 1, 2025    Views: 2577

    ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ବିଶ୍ୱ ବିଜେତା ଦୃଷ୍ଟିବାଧିକ ଓଡ଼ିଆ କ୍ରି୍ରକେଟର । ଟି-୨୦ ଦୃଷ୍ଟିବାଧିତ ବିଶ୍ୱକପ ଦଳରରେ ରହିଥିଲେ ୪ଜଣ ଓଡ଼ିଆ ଖେଳାଳି । ଫୁଲ ସୋରେନ୍‌, ବାସନ୍ତୀ ହାଁସଦାଳ ଯମୁନାରାଣୀ ଟୁଡୁ, ପାର୍ବତୀ ମାରାଣ୍ଡି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ସେମି ଫାଇନାଲ ଓ ଫାଇନାଲରେ ଭରତକୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଏହି ୪ଜଣ ଖେଳାଳି ।

    ଗତ ୨୩ ନଭେମ୍ବରରେ ଇତିହାସ ରଚିଥିଲେ ଦୃଷ୍ଟିବାଧିତ ମହିଳା ଟି-୨୦ ଦଳ । କଲମ୍ବୋରେ ଖେଳାଯାଇଥିବା ଫାଇନାଲ ମ୍ୟାଚରେ ଭାରତ ୭ୱିକେଟରେ ନେପାଳକୁ ପରାସ୍ତ କରି ବିଜୟୀ ହୋଇଥିଲା ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook