Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଛାତରୁ ଡେଇଁ ଦଶମ ଛାତ୍ରଙ୍କ ଆତ୍ମହତ୍ୟା !

    Share on :
    ajab-Image
    Date: Jul 12, 2025    Views: 3537

     କେନ୍ଦୁଝର: କେନ୍ଦୁଝର ଜିଲା ଚମ୍ପୁଆ ସ୍ଥିତ ଏକ ଘରୋଇ ସ୍କୁଲରେ ଅଭାବନୀୟ ଘଟଣା । ଛାତରୁ ଡେଇଁ ଦଶମ ଶ୍ରେଣୀ ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଚମ୍ପୁଆ ସ୍ଥିତ ଏକ ଘରୋଇ ସ୍କୁଲ୍‍ ହଷ୍ଟେଲ ଛାତରୁ ଡେଇଁ ପଡି ଆତ୍ମହତ୍ୟା କରିଛନ୍ତି ଛାତ୍ର ଜଣଙ୍କ । ତେବେ କାହିଁକି ଓ କେଉଁ ପରିସ୍ଥିତିରେ ଛାତ୍ର ଜଣଙ୍କ ଏଭଳି ନିଷ୍ପତ୍ତି ନେଲେ ତାହାର କାରଣ ଅସ୍ପଷ୍ଟ ରହିଛି । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଛାତ୍ରଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook