Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    କାଠଯୋଡ଼ି ନଦୀପଠାରୁ ମହିଳାଙ୍କ ଗଳିତ ଶବ ଉଦ୍ଧାର

    Share on :
    ajab-Image
    Date: May 26, 2026    Views: 3282

    କଟକ: କଟକ ପୁରୀଘାଟ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ ପଠାରୁ ମହିଳାଙ୍କ ଗଳିତ ଶବ ଉଦ୍ଧାର । ଅର୍ଦ୍ଧ ଉଲଗ୍ନ ଅବସ୍ଥାରେ ମହିଳାଙ୍କ ଶବ ମିଳିଛି । ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । କେଉଁ ପରିସ୍ଥିତିରେ ମହିଳାଙ୍କ ମୃତ୍ୟୁ ହୋଇଛି, ମହିଳା ଜଣକ କିଏ, ହତ୍ୟା କରି ତାଙ୍କୁ ନଦୀପଠାରେ ଫୋପାଡ଼ି ଦିଆଯାଇଥିବା ସନ୍ଦେହ କରାଯାଉଛି ।
     ଘଟଣା ପଛରେ ଅନ୍ୟ କିଛି ରହସ୍ୟ ରହିଛି ତାକୁ ନେଇ ତନାଘନା ଜାରିରହିଛି । ଗତ ୨୧ ତାରିଖରେ ତ୍ରିଶୁଳିଆ କାଠ ଯୋଡ଼ି ନଦୀ ପଠାରେ ଜଣେ ମହିଳାଙ୍କ ଗଳିତ ଶବ ମିଳିଥିଲା । ଯାହାର ଚିହ୍ନଟ ଆଜି ପର୍ଯ୍ୟନ୍ତ ହୋଇପାରିନାହିଁ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook