Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ ମୃତଦେହ ଠାବ

    Share on :
    ajab-Image
    Date: Mar 22, 2023    Views: 3281

    କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ । ଢେଙ୍କାନାଳ ଜିଲ୍ଲା ବୁଢାପଙ୍କ-ଡୁବୁରୀ ନୂତନ ରେଳଲାଇନ ପଥରଖମ୍ବ ଗ୍ରାମ ନିକଟରୁ ଠାବ ହୋଇଛି । ଟ୍ରେନ୍ ଧକ୍କାରେ ମହିଳାଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ ।

    ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅଞ୍ଚଳ ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ ହୋଇଛି । ମୃତ ମହିଳା ହେଲେ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ବନିତା ବିଶ୍ବାଳ । ବୁଢାପଙ୍କ-ଡୁବୁରୀ ନୂତନ ରେଳଲାଇନର ପଥରଖମ୍ବ ଗ୍ରାମ ନିକଟରୁ ଠାବ ହୋଇଛି ମୃତଦେହ । ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଯୋଗୁଁ ଟ୍ରେନ୍ ଧକ୍କାରେ ମହିଳାଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook