Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବିଦ୍ୟାଳୟ ପରିସରରୁ ମହିଳାଙ୍କ ମୃତଦେହ ଉଦ୍ଧାର

    Share on :
    ajab-Image
    Date: Oct 2, 2023    Views: 3432

    ଆନନ୍ଦପୁର : ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଘସିପୁରା ଥାନା ବସନ୍ତପୁର ସ୍ଥିତ ବଳଦେବ ଜୀଉ ସରକାରୀ ଊଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ବିଦ୍ୟାଳୟ ମଧ୍ୟାହ୍ନ ଭୋଜନ ପିଣ୍ଡିରେ ମହିଳାଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ ।  ପୋଲିସ ଘଟଣସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ମୃତ ମହିଳା ନିକଟ ତୋରାଣିଆପାଳ ଗ୍ରାମର ବାସନ୍ତୀ ଜେନା ବୋଲି ସୂଚନା ମିଳିଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook