Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଷ୍ଟେସନ ନିକଟରୁ ଝୁଲନ୍ତା ମୃତଦେହ ଉଦ୍ଧାର

    Share on :
    ajab-Image
    Date: Sep 2, 2026    Views: 3116

    ପୁରୀ :ପୁରୀ ରେଳଷ୍ଟେସନ ନିକଟରୁ ଝୁଲନ୍ତା ମୃତଦେହ ଉଦ୍ଧାର। ଦୁର୍ଗା ମଣ୍ଡପ ପଛପଟ ଛାତରେ ଲୁହା ରେଲିଂରେ ଝୁଲୁଥିବା ଅବସ୍ଥାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ ହୋଇଛି। ମୃତକଙ୍କ ପରିଚୟ ଏଯାଏଁ ସ୍ପଷ୍ଟ ହୋଇନାହିଁ। 

    ଗତକାଲି ରାତିରୁ ମୃତଦେହଟି ସେଠାରେ ଝୁଲି ରହିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଜିଆରପି ଓ ଆରପିଏଫ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାର ପ୍ରକୃତ କାରଣ ଓ ମୃତକଙ୍କ ପରିଚୟ ଜାଣିବା ପାଇଁ ପୋଲିସ ତଦନ୍ତ ଜାରି ରହିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook